www.samajalive.in
Thursday, December 11, 2025
14.1 C
Bhubaneswar

ଓଡ଼ିଶା ଛୁଇଁଲା ମୌସୁମୀ

ଭୁବନେଶ୍ୱର: ମୌସୁମୀ ବର୍ଷାରେ ଭିଜିବ ଓଡ଼ିଶା । ତାତିରୁ ପାଇବ ରାଜ୍ୟ ମୁକ୍ତି । ଆଜି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିଛି । ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ମୌସୁମୀ ବାୟୁ ପ୍ରବେଶ କରିଥିବା ନେଇ ଟ୍ୱିଟ୍‌ କରି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ମୌସୁମୀ ଯୋଗୁ ରାଜ୍ୟର କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇଛି । ଗତକାଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ  କେନ୍ଦ୍ର ପକ୍ଷରୁ ଆଗାମୀ ୪୮ ଘଣ୍ଟା ମଧ୍ୟରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁବାର ସମ୍ଭାବନା ରହିଥିବା କୁହାଯାଇଥିଲା । ହେଲେ ୨୪ ଘଣ୍ଟା ମଧ୍ୟରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁଛି ।

Hot this week

ବହୁତ ଶସ୍ତାରେ ବୁଲନ୍ତୁ ୪ଟି ସୁନ୍ଦର ସ୍ଥାନ; ମାତ୍ର ୨୦ହଜାରରେ ୪ଦିନ ବୁଲି ଆସନ୍ତୁ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷରେ କୁଆଡେ ବୁଲିବାକୁ ଯୋଜନା କରୁଛନ୍ତି...

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

Related Articles

Popular Categories