୩/୪ ଦିନରେ ଓଡିଶା ଛୁଇଁବ ମୌସୁମୀ!

ଭୁବନେଶ୍ୱର : ୩/୪ ଦିନରେ ଓଡିଶା ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ପ୍ରଥମେ ଦକ୍ଷିଣ ଓଡିଶାରେ ପ୍ରବେଶ ପରେ ଅନ୍ୟ ଅଞ୍ଚଳକୁ ସ୍ପର୍ଶ କରିବ। ଓଡିଶାରେ ମୌସୁମୀ ସ୍ପର୍ଶ ପାଇଁ ପାଗ ଅନୁକୂଳ ରହିଛି। ଏନେଇ ବୁଧବାର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ପକ୍ଷରୁ ସୂଚନା ମିଳିଛି। Related Posts ଏଥର ମୌସୁମୀରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା! Apr 15, 2024 ଜୁନ ୬ ଶନି ଜୟନ୍ତୀ ; ବାସ୍ ଏହି ଉପାୟରେ … Continue reading ୩/୪ ଦିନରେ ଓଡିଶା ଛୁଇଁବ ମୌସୁମୀ!