www.samajalive.in
Friday, December 5, 2025
26.1 C
Bhubaneswar

ଜୁନ୍‌‌ ୧ସୁଦ୍ଧା କେରଳ ଛୁଇଁବ ମୌସୁମୀ

ନୂଆଦିଲ୍ଲୀ: ଚଳିତ ଥର ସଅଳ ଆସିବ ମୌସୁମୀ। ଆଗାମୀ ୫ଦିନ ଭିତରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁପାରେ। ଜୁନ ୧ସୁଦ୍ଧା କେରଳ ଛୁଇଁବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ପାଗ ଅନୁକୂଳ ଥିବାରୁ ନିର୍ଦ୍ଧାରିତ ସମୟରେ ମୌସୁମୀ କେରଳ ଛୁଇଁପାରେ। ସେପଟେ କାଲିଠୁ ରାଜ୍ୟରେ ପୁଣି ବଢିବ ତାତି। ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ଦିନ ତାପମାତ୍ରା ବୃଦ୍ଧି ପାଇବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories