୨୪ ଘଣ୍ଟାରେ ଆଣ୍ଡାମାନ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ
ଭୁବନେଶ୍ୱର : ୨୪ ଘଣ୍ଟାରେ ଆଣ୍ଡାମାନ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ ବାୟୁ ଅଗ୍ରସର ପାଇଁ ପାଣିପାଗ ସମ୍ପୂର୍ଣ୍ଣ ଅନକୂଳ ଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୋମବାର ସୂଚନା ମିଳିଛି । ଆଣ୍ଡାମାନ ସାଗର ଓ ଦକ୍ଷିଣ ବଙ୍ଗୋପସାଗରକୁ ଛୁଇଁବ ମୌସୁମୀ ବାୟୁ । ଭାରତରେ ମୌସୁମୀ ଋତୁର ଆରମ୍ଭକୁ ସୂଚିତ କରୁଥିବା, ଭାରତ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ମିଳିଥିବା ସୂଚନାନୁସାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ମେ’ ୧୩ (ଆସନ୍ତାକାଲି) … Continue reading ୨୪ ଘଣ୍ଟାରେ ଆଣ୍ଡାମାନ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ
Copy and paste this URL into your WordPress site to embed
Copy and paste this code into your site to embed