www.samajalive.in
Monday, December 15, 2025
14.1 C
Bhubaneswar

ଆଣ୍ଡାମାନ ନିକୋବର ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ବର: ଦକ୍ଷିଣପୂର୍ବ ବଙ୍ଗୋପସାଗର, ନିକୋବର ଦ୍ବୀପ ଛୁଇଁଲା ମୌସୁମୀ ବାୟୁ। ନିକୋବର ଦ୍ବୀପ ଓ ଦକ୍ଷିଣ ଆଣ୍ଡାମାନ ସାଗର ମୌସୁମୀ ଛୁଇଁଛି। ଆଗାମୀ ୩/୪ ଦିନ ପର୍ଯ୍ୟନ୍ତ ଆଗକୁ ବଢ଼ିବାକୁ ପାଗ ଅନୁକୂଳ ସୂଚନା ମିଳିଛି।

ମିଳିଥିବା ସୂଚନା ଅନୁଯାୟୀ ଆଣ୍ଡାମାନ ନିକୋବର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁଛି। ଆସନ୍ତା ୩-୪ ଦିନର ଦକ୍ଷିଣ-ପଶ୍ଚିମ ମୌସୁମୀ ସମଗ୍ର ଆଣ୍ଡାମାନ ଓ ନିକୋବର ଦ୍ବୀପପୁଞ୍ଜ, ଦକ୍ଷିଣ ବଙ୍ଗୋପସାଗରର ଆଉ କିଛି ଅଂଶ, ସମଗ୍ର ଆଣ୍ଡାମାନ ସାଗର ଛୁଇଁବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

- Advertisement -

କିଛିଦିନ ତଳେ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିଲା ଯେ ଆସନ୍ତା ଜୁନ ୪ ତାରିଖରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବ। ତେବେ ପାଣିପାଗ ମଡେଲର ସୂଚନା ଅନୁସାରେ ମୌସୁମୀ ୪ ଦିନ ଆଗୁଆ କିମ୍ବା ୪ ଦିନ ବିଳମ୍ବରେ ଆସିପାରେ । ସେପଟେ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଜି ଆଣ୍ଡାମାନ ନିକୋବର ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories