www.samajalive.in
Saturday, December 13, 2025
21.1 C
Bhubaneswar

୪-୫ ଦିନରେ କେରଳ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ

ଭୁବନେଶ୍ବର : ଆଉ ୪ରୁ ୫ ଦିନ ଭିତରେ ମୌସୁମୀ ବାୟୁ କେରଳ ଛୁଇଁବା ସମ୍ଭାବନା ରହିଛି । ଏବେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଆଡେ ମୁହାଁଇଛି । ପ୍ରାୟତଃ ଜୁନ୍ ମାସ ପ୍ରାରମ୍ଭରେ ମୌସୁମୀ କେରଳ ଛୁଇଁଥାଏ । କିନ୍ତୁ ଚଳିତ ବର୍ଷ ସମୟ ପୂର୍ବରୁ ମୌସୁମୀ କେରଳ ଛୁଇଁବା ଆକଳନ କରାଯାଉଛି । ବର୍ତ୍ତମାନ ମୌସୁମୀ କେରଳ ଛୁଇଁବା ପାଇଁ ପାଗ ଅନୁକୂଳ ଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୌସୁମୀ କେରଳ ଛୁଇଁବାର ୨-୩ ଦିନରେ ଅଧିକ ଅଞ୍ଚଳକୁ ଅଗ୍ରସର ହେବ ।

Hot this week

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

ତାମିଲନାଡୁ, ସଡକ ଦୁର୍ଘଟଣାରେ ଓଡିଆ ଯୁବକଙ୍କ ମୃତ୍ୟୁ ।

ଧାମରା : ତାମିଲନାଡୁ ରେ ଏକ ସଡକ ଦୁର୍ଘଟଣାରେ ଜଣେ ଓଡିଆ...

ଓଃ କି ଦୁର୍ଭାଗ୍ୟ ! ଗାଈ ଖୋଜି ଜଙ୍ଗଲ ଯାଇଥିଲେ, ଗୟଳ ଆକ୍ରମଣରେ ଚାଲିଗଲା ଜୀବନ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରି କୁଲଡିହା ଅଭୟାରଣ୍ୟ ଭିତରେ...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

Related Articles

Popular Categories