www.samajalive.in
Monday, December 8, 2025
20.1 C
Bhubaneswar

ଆସନ୍ତାକାଲି ଓଡ଼ିଶା ଛୁଇଁପାରେ ମୌସୁମୀ

ଭୁବନେଶ୍ୱର: ଆସନ୍ତାକାଲି ସୁଦ୍ଧା ଓଡ଼ିଶା ଛୁଇଁପାରେ ମୌସୁମୀ। ଆଜି କିଛି ଜିଲାରେ ହୋଇଥିବା ପ୍ରାକ୍ ମୌସୁମୀ ବର୍ଷା ଓ ପବନ ଯୋଗୁ ମୌସୁମୀ ଅନୁକୂଳ ରହିଛି। ମୌସୁମୀ ଆଗମନ ପାଇଁ ଅନୁକୂଳ ପାଗ ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ସେହିପରି ଆଜିଠୁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି। କିଛି ଜିଲାରେ କାଲି ଓ ୨୪ରୁ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶାର କୋରାପୁଟ, ନବରଙ୍ଗପୁର, ଗଞ୍ଜାମ, ଗଜପତି ଜିଲାରେ ବର୍ଷାର ମାତ୍ରା ଅଧିକ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories