www.samajalive.in
Tuesday, December 9, 2025
26.1 C
Bhubaneswar

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ ରାଜ୍ୟ ବିଜେପି ସଭାପତି। ଅଭିଳାଷ ପଣ୍ଡା ରାଜ୍ୟ ଭାରତୀୟ ଜନତା ଯୁବ ମୋର୍ଚ୍ଚା ସଭାପତି ହୋଇଥିବାବେଳେ ଡ.ଐଶ୍ଵର୍ଯ୍ୟା ବିଶ୍ଵାଳ ମହିଳା ମୋର୍ଚ୍ଚା ସଭାପତି । ସେହିପରି ଶୁଭାଂଶୁ ମୋହନ ପାଢୀ କୃଷକ ମୋର୍ଚ୍ଚା ସଭାପତି, କାନ୍ଦେରୀ ସୋରେନ୍ ଆଦିବାସୀ ମୋର୍ଚ୍ଚା ସଭାପତି , ବାଇଧର ମଲ୍ଲିକ୍‌ ଏସ୍‌ସି ମୋର୍ଚ୍ଚା ସଭାପତି, ପ୍ରଦ୍ୟୁମ୍ନ ନାୟକ ଓବିସି ମୋର୍ଚ୍ଚା ସଭାପତି, ଗୁରିନ୍ଦର ସିଂ ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ହୋଇଛନ୍ତି। ମୋର୍ଚ୍ଚା ସଭାପତି ସହ ୩୬ ସାଂଗଠନିକ ଜିଲ୍ଲା ପ୍ରଭାରୀଙ୍କ ନାଁ ମଧ୍ୟ ଘୋଷଣା ହୋଇଛି।

Hot this week

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

ଜନ୍ମଦିନରେ ସୋନିଆ ଗାନ୍ଧୀଙ୍କୁ ଝଟକା: କୋର୍ଟରୁ ନୋଟିସ୍‌

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ବଡ...

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

Related Articles

Popular Categories