www.samajalive.in
Sunday, December 14, 2025
19.1 C
Bhubaneswar

୩ ଦିନ ପରେ ବଢିବ ଶୀତ

ଭୁବନେଶ୍ବର : ରାଜ୍ୟରେ ପୁଣି ଶୀତ ବଢିପାରେ । ଏହା ସହ ଘନ କୁହୁଡି ମଧ୍ୟ ହୋଇପାରେ ବୋଲି ସତର୍କ ସୂଚନା ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସୂଚନା ଅନୁସାରେ ଆଗାମୀ ୩ ଦିନ ପରେ ରାଜ୍ୟର ଅନେକ ଜିଲାରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିବ । ଏହା ଫଳରେ ଶୀତ ବଢିପାରେ । ଏହା ସହ ଘନ କୁହୁଡି ମଧ୍ୟ ଦେଖିବାକୁ ମିଳିବ ।

Hot this week

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

Related Articles

Popular Categories