www.samajalive.in
Saturday, December 13, 2025
23.1 C
Bhubaneswar

କୁବେର ଯନ୍ତ୍ରୀଙ୍କର ମିଳିଲା ଆଉ ୨୦ ପ୍ଲଟ, ଛୁଇଁଲା ୧୦୫

ଭୁବନେଶ୍ବର : ଗିରଫ ହୋଇଥିବା ମୁଖ୍ୟ ନିର୍ମାଣ ଯନ୍ତ୍ରୀ ପ୍ରଭାସ ପ୍ରଧାନଙ୍କର ଆଉ ୨୦ଟି ପ୍ଲଟ ଠାବ ହୋଇଛି  । ପଶ୍ଚିମବଙ୍ଗର ବିଭିନ୍ନ ଅଞ୍ଚଳରେ ୨୦ଟି ପ୍ଲବ ମିଳିଥିବା ସୂଚନା ଦେଇଛନ୍ତି ବାଲେଶ୍ବର ଭିଜିଲାନ୍ସ ଏସପି । ୨୦ଟି ପ୍ଲଟ ମିଳିବା ପରେ କୁବେର ଯନ୍ତ୍ରୀଙ୍କ ସମୁଦାୟ ପ୍ଲଟ ସଂଖ୍ୟା ୧୦୫ ଛୁଇଁଛି । କହିରଖୁଛୁ ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବ୍ୟାରେଜ୍ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ପ୍ରଭାସ କୁମାର ପ୍ରଧାନଙ୍କୁ ଗିରଫ କରିଛି ଭିଜିଲାନ୍ସ ।

ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଗିରଫ; ଭିଜିଲାନ୍ସ ଚଢ଼ାଉ ବେଳେ ମିଳିଥିଲା ୮୫ ପ୍ଲଟ, ଅଚଳାଚଳ ସମ୍ପତ୍ତି

Hot this week

ଗୋପାଳପୁର କଲେଜରେ ସ୍ଥାପନ ହେବ ଫ୍ରାଟେରନିଟି ପାର୍କ

ବ୍ରହ୍ମପୁର/ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ସ୍ଥିତ ହୋଟେଲ ସି ସାଇଡ...

ବଦଳିପାରେ ମନରେଗା ଯୋଜନାର ନାମ

ସମାଜ ଲାଇଭ ଡ଼େସ୍କ : ଗ୍ରାମୀଣ ସ୍ତରରେ ଶ୍ରମିକ ମାନଙ୍କୁ ରୋଜଗାର...

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

Related Articles

Popular Categories