www.samajalive.in
Sunday, December 7, 2025
15.1 C
Bhubaneswar

ଉଠାଦୋକାନୀଙ୍କ ପାଇଁ ୨୬.୨୯ କୋଟି ଟଙ୍କାର ସହାୟତା ଘୋଷଣା

ଭୁବନେଶ୍ୱର : କୋଭିଡର ଦ୍ୱିତୀୟ ଲହର ଜନଜୀବନକୁ ଗଭୀର ଭାବରେ ପ୍ରଭାବିତ କରିଛି। ଜୀବନ ଜୀବିକା ଉପରେ ଏହାର ସର୍ବାଧିକ ପ୍ରଭାବ ପଡ଼ିଛି। ସଂକ୍ରମଣ ନିୟନ୍ତ୍ରଣ ପାଇଁ କରାଯାଇଥିବା ଲକଡାଉନ ଯୋଗୁ ସହରାଞ୍ଚଳର ଉଠାଦୋକାନୀ ଙ୍କ ମାନେ ଆର୍ôଥକ ଦୃଷ୍ଟିରୁ କ୍ଷତିଗ୍ରସ୍ତ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସହରାଞ୍ଚଳର ଉଠାଦୋକାନୀଙ୍କ ପାଇଁ  ସହାୟତା ଘୋଷଣା କରିଛନ୍ତି। ଏଥିପାଇଁ ମୁଖ୍ୟମନ୍ତ୍ରୀ ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କା ମଞ୍ଜୁର କରିଛନ୍ତି। ଏହାଦ୍ବାରା ରାଜ୍ୟର ୮୭ ହଜାର ୬୫୭ ପଂଜିକୃତ ଉଠାଦୋକାନୀ ଉପକୃତ ହେବେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories