www.samajalive.in
Sunday, December 14, 2025
26.1 C
Bhubaneswar

ଓଡ଼ିଶା ଆସିବେ ଆଉ ୩ ମହାବଳ ବାଘ

ଭୁବନେଶ୍ବର : ଓଡ଼ିଶାକୁ ଆସିବେ ଆଉ ୩ ମହାବଳ ବାଘ । ଡେବ୍ରିଗଡ଼ ଅଭୟାରଣ୍ୟରେ ଏହି ମହାବଳ ବାଘ ଛଡ଼ାଯିବ । ଏମିତି ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ । ପୂର୍ବରୁ ଯମୁନା ଓ ଜିନ୍ନତ ଆସିସାରିଥିବାବେଳେ ଆଉ ୩ଟି ମହାବଳ ବାଘ ଆସିବା ଯୋଜନା ରହିଛି । ଏହି ଦୁଇ ମହାବଳ ବାଘ ଓଡ଼ିଶା ଜଙ୍ଗଲରେ ସମ୍ପୂର୍ଣ୍ଣ ଖାପ ଖୁଆଇଲା ପରେ ଆଉ ୩ ମହାବଳ ବାଘ ଆଣିବାକୁ ସରକାର ନିଷ୍ପତ୍ତି ନେବେ ବୋଲି ମନ୍ତ୍ରୀ ଗଣେଶରାମ କହିଛନ୍ତି ।

Hot this week

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

Related Articles

Popular Categories