www.samajalive.in
Monday, December 8, 2025
24.1 C
Bhubaneswar

ଏପ୍ରିଲ ୧୧ରୁ ସକାଳୁଆ ସ୍କୁଲ

ଡେସ୍କ : ରାଜ୍ୟରେ ଏପ୍ରିଲ ୩ ତାରିଖରୁ ଚଳିତ ଶିକ୍ଷାବର୍ଷର ପାଠପଢା କାର୍ଯ୍ୟକ୍ରମ ଆରମ୍ଭ ହେବ। ତେବ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ ୧୧ରୁ  ସକାଳୁଆ ସ୍କୁଲ ହେବ ବୋଲି ଘୋଷଣା କରାଯାଇଛି । ସକାଳ ୭ଟାରୁ ସାଢ଼େ ୧୧ଟା ଯାଏଁ ସ୍କୁଲରେ ପାଠପଢ଼ା ଚାଲିବ ବୋଲି ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ପ୍ରଥମ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଶ୍ରେଣୀରେ ସକାଳୁଆ ପାଠପଢା ହେବ ବୋଲି ସ୍ଥିର ହୋଇଛି । ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।

ତେବେ ସ୍ଥଳ ବିଶେଷରେ ଜିଲ୍ଲାପାଳମାନେ ସମୟ ନିର୍ଘଣ୍ଟରେ ପରିବର୍ତ୍ତନ କରିପାରିବେ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories