www.samajalive.in
Sunday, December 14, 2025
23.1 C
Bhubaneswar

ମରକ୍କୋ ଭୂକମ୍ପ : ମୃତ୍ୟୁ ସଂଖ୍ୟା ୧୦୦୦ ଟପିଲା

ନୂଆଦିଲ୍ଲୀ : ଆଫ୍ରିକୀୟ ଦେଶ ମରକ୍କୋରେ ଅନୁଭୂତ ଶକ୍ତିଶାଳୀ ଭୂମିକମ୍ପରେ ମୃତ୍ୟୁସଂଖ୍ୟା ୧୦୦୦କୁ ବୃଦ୍ଧି ପାଇଥିବା ବେଳେ ୬୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଶୁକ୍ରବାର ଦେଶର କେନ୍ଦ୍ରୀୟ ଭାଗରେ ୬.୮ ତୀବ୍ରତା ବିଶିଷ୍ଟ ଭୂମିକମ୍ପ ଅନୁଭୂତ ହୋଇଥିଲା ।

ଭୂମିକମ୍ପରେ ୟୁନେସ୍କୋ ବିଶ୍ୱ ଐତିହ୍ୟ ସ୍ଥଳୀ ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ଅଟ୍ଟାଳିକା ନଷ୍ଟ ହୋଇଛି । ସେହି ଭୂମିକମ୍ପର ଉତ୍ପତ୍ତିସ୍ଥଳ ଭୂପୃଷ୍ଠରୁ ୧୮. ୫ କିଲୋମିଟର ଗଭୀରରେ ଥିଲା । ଏହାର କେନ୍ଦ୍ରବିନ୍ଦୁ ମାରାକେଶ୍‌‌ ଠାରୁ ୭୨ କିଲୋମିଟର ଦକ୍ଷିଣ-ପଶ୍ଚିମ ଓ
ଆଟ୍‌‌ଲାସ୍‌‌ ପର୍ବତ ଠାରୁ ୫୬ କିଲୋମିଟର ପଶ୍ଚିମକୁ ରହିଛି।ତେବେ ଭୂକମ୍ପର ଭୟାବହତାକୁ ଲକ୍ଷ୍ୟ କଲେ ମୃତ୍ୟୁ ସଂଖ୍ୟା ଯଥେଷ୍ଟ ବୃଦ୍ଧି ପାଇବାର ସମ୍ମାବନା ରହିଛି।

Hot this week

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

ପୁଅର ପରୀକ୍ଷା ପାଇଁ ୮୦୦ କିମି କାର୍‌ ଡ୍ରାଇଭ୍‌ କଲେ ବାପା

ଚଣ୍ଡିଗଡ଼ : ଇଣ୍ଡିଗୋ ସଙ୍କଟ ସମୟରେ ଦେଶର ବିଭିନ୍ନ ବିମାନ ବନ୍ଦରରେ...

Related Articles

Popular Categories