www.samajalive.in
Thursday, November 13, 2025
25.1 C
Bhubaneswar

ନଦୀକୁ କଙ୍କଡା ଧରିବାକୁ ଯାଇ ମା’ପୁଅ ନିଖୋଜ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଭିତରକନିକା ଜଙ୍ଗଲରେ ନଦୀକୁ କଙ୍କଡା ଧରିବାକୁ ଯାଇଥିବା ବେଳେ ନିଖୋଜ ହୋଇଛନ୍ତି ମାଆ ପୁଅ । ୫ଦିନ ତଳେ ଭିତରକନିକା ନଦୀକୁ କଙ୍କଡା ଧରିବାକୁ ଯାଇଥିଲେ ଅଞ୍ଜନା ମିର୍ଦ୍ଧା ଓ ପୁଅ ରତିନ୍ଦ୍ର ମିର୍ଦ୍ଧା । ହେଲେ ଏଯାବତ ଫେରିନଥିବାରୁ ଘଟଣାସ୍ଥଳରେ ଖୋଜାଖୋଜି ଆରମ୍ଭ କରିଛନ୍ତି ବନବିଭାଗର ୧୦ଟି ଟିମ୍‍ । ମାଆ ପୁଅକୁ ଖୋଜିବାକୁ ତାଳଚୂଆ ସାମୁଦ୍ରିକ ଥାନାର ଡ୍ରୋନ କ୍ୟାମେରା ସହାୟତା ନିଆଯାଇଛି । ଗାଁ ଲୋକଙ୍କ ମଧ୍ୟ ଏଥିରେ ସାମିଲ ଅଛନ୍ତି । ତେବେ ଉଭୟଙ୍କୁ କୁମ୍ଭୀର ଟାଣି ନେଇଥିବା ସନ୍ଦେହ କରାଯାଉଛି ।

Hot this week

ସମ୍ପାଦକୀୟ : ଓଡ଼ିଶାରେ ମାଣ୍ଡିଆ ଗ୍ରାମ

ପାହାଡ଼ ଗାଁରେ ମାଣ୍ଡିଆ ଚାଷ, ସୂରୁଯ ଉଇଁଲେ ଆସଇ ହସ। ଏ...

ସମ୍ପାଦକୀୟ : ପାକିସ୍ତାନୀ ମିଛ , ପୁରୁଣା ଅଭ୍ୟାସର ପୁନରାବୃତ୍ତି

ନିକଟରେ ଦିଲ୍ଲୀର ଲାଲକିଲା ପାଖରେ ହୋଇଥିବା ବିସ୍ଫୋରଣର ଠିକ୍ ପରେ ପରେ...

ସମ୍ପାଦକୀୟ : ଆତଙ୍କବାଦୀ ଓ ତାଙ୍କ ସମର୍ଥକଙ୍କୁ କଠୋର ଦଣ୍ଡ ଦିଆଯାଉ

ଆତଙ୍କବାଦୀ ଏବଂ ଆତଙ୍କବାଦକୁ ପ୍ରୋତ୍ସାହିତ କରୁଥିବା ଲୋକଙ୍କ ବିରୋଧରେ ଆମର ସୁରକ୍ଷା...

ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌ ଅଫିସର ମୁଖ୍ୟ ପରୀକ୍ଷା ବାତିଲ

ଏଏସ୍‌ଓ ମୁଖ୍ୟ ପରୀକ୍ଷା ବାତିଲ କଟକ, ୧୨ା୧୧ (ନି.ପ୍ର): ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌...

Related Articles

Popular Categories