www.samajalive.in
Monday, December 8, 2025
16.1 C
Bhubaneswar

୨ ସନ୍ତାନଙ୍କୁ ହତ୍ୟା କରି ଆତ୍ମହତ୍ୟା କଲା ମା’

ସମାଜ ଡିଜିଟାଲ ଡେସ୍କ: ନିଜର ଦୁଇ ସନ୍ତାନଙ୍କୁ ହତ୍ୟା କଲା ମା’। ଶେଷରେ ନିଜେ ଆତ୍ମହତ୍ୟା କଲା। ବେଙ୍ଗାଲୁରୁର କୋଡିଗେହାଲି ଥାନା ଅଞ୍ଚଳରେ ଏଭଳି ଘଟଣା ସାମ୍ନାକୁ ଆସିଛି। ମୃତା ମହିଳାଙ୍କ ନାମ କୁସୁମା ଏବଂ ତାଙ୍କ ବୟସ ୩୫ ବର୍ଷ। ଅନ୍ୟ ମୃତକଙ୍କ ମଧ୍ୟରେ ତାଙ୍କ ପୁଅ ଏବଂ ଝିଅ ରହିଛନ୍ତି। ବୈବାହିକ ଜୀବନରେ ବିବାଦକୁ ନେଇ ସେ ଏଭଳି ପଦକ୍ଷେପ ନେଇଥିବା ଜଣାପଡ଼ିଛି।

ପୁଲିସ କହିଛି ଯେ, ଘଟଣାସ୍ଥଳରୁ ଏକ ସୁଇସାଇଡ୍‌ ନୋଟ ମିଳିଛି। ଆମ ମୃତ୍ୟୁ ପାର୍ଇ ଆମେ ଦାୟୀ ବୋଲି ସୁଇସାଇଡ୍‌ ନୋଟରେ ଲେଖାହୋଇଛି। ପୁଲିସ ୩ଟି ଯାକ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories