www.samajalive.in
Monday, December 15, 2025
26.1 C
Bhubaneswar

ସାଂସଦ ଅପରାଜିତା ଆଇପିୟୁ ଉପସଭାପତି

ଭୁବନେଶ୍ଵର: ସାଂସଦ ଅପରାଜିତା ଷଡଙ୍ଗୀ ହେଲେ ଏସିଆ ପାସିଫିକ୍ ଗ୍ରୁପ୍ ଆଇପିୟୁ ଉପସଭାପତି। ଆଇପିୟୁ କାର୍ଯ୍ୟକାରୀ କମିଟି ଦ୍ଵାରା ମନୋନୀତ ହୋଇଥିବା ସୂଚନା ମିଳିଛି। ବାଚସ୍ପତି ଓମ୍ ବିର୍ଲାଙ୍କ ଜରିଆରେ ସୂଚନା ପାଇଥିବା ସେ ଏକ୍ସରେ ଜଣାଇଛନ୍ତି। ଗତ ମାର୍ଚ୍ଚ ମାସରେ ଜେନିଭାରେ ଆଇପିୟୁ ଆସେମ୍ବଲିରେ ଅପରାଜିତା ଭାଗ ନେଇଥିଲେ। ଏସିଆ ପାସିଫିକ୍ ଗ୍ରୁପ୍ ସାଂସଦକୁ ନେଇ ଆଇପିୟୁ-ଇଣ୍ଟର ପାର୍ଲିଆମେଣ୍ଟାରୀ ୟୁନିଅନ ଗଠିତ ହୋଇଛି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories