ବିଜେଡି ଛାଡିଲେ ସାଂସଦ ଭର୍ତ୍ତୃହରି, କହିଲେ ସୀମା ଟପିଲା ଧୈର୍ଯ୍ୟ

ଡେସ୍କ: ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ କଟକ ସାଂସଦ ଭର୍ତ୍ତୃହରି ମହତାବ ଇସ୍ତଫା ଦେଇଛନ୍ତି। କଟକରୁ ୬ ଥର ସାଂସଦ ହୋଇଥିବା ଭର୍ତ୍ତୃହରି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଛନ୍ତି। ବିଜେଡିରେ ତାଙ୍କ ମତକୁ ଗ୍ରହଣ କରାଯାଉନଥିବା କାରଣରୁ ସେ ଇସ୍ତଫା ଦେଉଥିବା କହିଛନ୍ତି। କଟକରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଭର୍ତ୍ତୃହରି କହିଛନ୍ତି ଯେ ସେ ବିଜେଡିର ପରିଚାଳନାଗତ ତ୍ରୁଟି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଛନ୍ତି ଏବଂ ମୁଖ୍ୟମନ୍ତ୍ରୀ ମଧ୍ୟ ସେ ବିଷୟରେ … Continue reading ବିଜେଡି ଛାଡିଲେ ସାଂସଦ ଭର୍ତ୍ତୃହରି, କହିଲେ ସୀମା ଟପିଲା ଧୈର୍ଯ୍ୟ