www.samajalive.in
Tuesday, December 9, 2025
23.1 C
Bhubaneswar

ସାଂସଦ ସସ୍ମିତ ପାତ୍ରଙ୍କୁ କରୋନା

ଭୁବନେଶ୍ଵର : ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଏ ସଂପର୍କରେ ସେ ନିଜେ ଟ୍ବିଟ୍ କରି ସୂଚନା ଦେଇଛନ୍ତି। ତେବେ ସେ ହୋମ୍ ଆଇସୋଲେସନରେ ଥିବା ଜଣାଇଛନ୍ତି। ଅନ୍ୟପକ୍ଷରେ ବିଗତ କିଛି ଦିନ ହେବ ତାଙ୍କ ସଂଶ୍ପର୍ଷରେ ଆସିଥିବା  ଲୋକମାନେ ନମୁନା ପରୀକ୍ଷା କରାଇ ନେବାକୁ ସେ ଅନୁରୋଧ କରିଛନ୍ତି।

ଆମେ ସମସ୍ତେ ମିଳିମିଶି କରୋନାକୁ ପରାସ୍ତ କରିପାରିବା ବୋଲି ସେ କହିଛନ୍ତି।

- Advertisement -

 

Hot this week

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

ଚାଉଳ ଯୋଗାଣ ବନ୍ଦ ; ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଟିଟିଲାଗଡ଼ : ଚାଉଳ ଯୋଗାଣ ବନ୍ଦ। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା...

Related Articles

Popular Categories