www.samajalive.in
Sunday, December 7, 2025
26.1 C
Bhubaneswar

ପଥର ବୋଝେଇ ଡମ୍ପରକୁ ପିଟିଲା ବସ୍: ଚାଲିଗଲା ୬ ଜୀବନ

ମଧ୍ୟପ୍ରଦେଶ: ରାସ୍ତାରେ ଛିଡା ହୋଇଥିବା ଡମ୍ପରକୁ ପିଟିଲା ବସ୍ । ୬ ଯାତ୍ରୀ ମୃତ, ୧୫ରୁ ଅଧିକ ଆହତ । ଏଭଳି କିଛି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମଧ୍ୟପ୍ରଦେଶରେ। ଆଜି ସକାଳୁ ଏକ ଯାତ୍ରୀବାହୀ ବସ୍ ଉତ୍ତର ପ୍ରଦେଶରୁ ନାଗପୁର ଅଭିମୁଖେ ଯାଉଥିଲା। କୌଣସି କାରଣ ବଶତଃ ବସ୍‌ ଟି ରାସ୍ତାକଡରେ ଛିଡା ହୋଇଥିବା ଏକ ପଥର ବୋଝେଇ ଡମ୍ପର ସହ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ୬ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିଲା। ଏବଂ ୧୫ରୁ ଅଧିକ ଆହତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories