www.samajalive.in
Saturday, December 6, 2025
23.1 C
Bhubaneswar

ଦୁଇ ଖଣ୍ଡ ହେଲା ବିମାନ ; ଅଳ୍ପକେ ବର୍ତ୍ତିଲେ ମହିଳା ପାଇଲଟ୍‍

ମୁମ୍ବଇ : ମହାରାଷ୍ଟ୍ରର ପୁଣେ ଜିଲାର ଇନ୍ଦାପୁର ସ୍ଥିିତ କଦବନବାଡି ଗାଁରେ ଆଜି ପୂବାହ୍ନ ୧୧ଟା ୩୦ରେ ପ୍ରଶିକ୍ଷଣ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାଗ୍ରସ୍ତ ପରେ ଏହା ଏକ ଚାଷ ଜମିକୁ ଖସିପଡିଥିବା ଜଣାପଡିଛି। ସୌଭାଗ୍ୟବଶତଃ ଏହି ବିମାନରେ ଥିବା ଜଣେ ୨୨ ବର୍ଷିୟ। ମହିଳା ପାଇଲଟ୍‍ ଆହତ ହେବା ସହ ଅଳ୍ପକେ ଏକ ବଡ ଧରଣର ଅଘଟଣରୁ ବର୍ତ୍ତି ଯାଇଛନ୍ତି। ଦୁର୍ଘଟଣାରେ ବିମାନଟି ଦୁଇ ଖଣ୍ଡ ହୋଇଯାଇଥିବା ଦେଖାଯାଇଛି। ଏହି ଘଟଣାର ଭିଡିଓ ମଧ୍ୟ ସାମ୍ନାକୁ ଆସିଛି। ଯେଉଁ ଚାଷ ଜମିରେ ବିମାନଟି ଖସିପଡିଥିଲା ସେଠାରେ ଚାଷୀ ମାନେ କାମ କରୁଥିଲେ , ଘଟଣା ମାତ୍ରକେ ସେମାନେ ମଧ୍ୟ ଭୟଭୀତ ହୋଇ ଯାଇଥିଲେ ବୋଲି କହିଥିଲେ।

Hot this week

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

Related Articles

Popular Categories