www.samajalive.in
Saturday, December 13, 2025
15.1 C
Bhubaneswar

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ ହୋଇ ପଡ଼ିଛନ୍ତି । ଏନେଇ ତାଙ୍କୁ ଦିଲ୍ଲୀସ୍ଥିତ ରାମ ମନୋହର ଲୋହିଆ(ଆରଏମଏଲ) ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଜଳବାୟୁ ପରିବର୍ତ୍ତନ ଯୋଗୁ ପ୍ରତାପଙ୍କୁ ଥଣ୍ଡା ହୋଇ ଛାତିରେ କଫ ଜମିଥିବା କୁହାଯାଉଛି । ଛାତି ଯନ୍ତ୍ରଣା ହେବାରୁ ପ୍ରତାପ ଉକ୍ତ ହସ୍ପିଟାଲରେ ୨ଦିନ ହେବ ଚିକିତ୍ସାଧୀନ ଅଛନ୍ତି ।

ଏହି ଖବରଶୁଣି କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀଙ୍କ ସମେତ ବହୁ ବିଜେପି ନେତା ହସ୍ପିଟାଲରେ ଉପସ୍ଥିତ ରହି ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି । ସେପଟେ ନୀଳଗିରି ବିଧାୟକ ସନ୍ତୋଷ ଖଟୁଆଙ୍କ ସମେତ ବହୁ ନେତା ତଥା ନୀଳଗିରିର ବିଭିନ୍ନ ବର୍ଗରୁ ପ୍ରତାପଙ୍କ ଆଶୁ ଆରୋଗ୍ୟ କାମନା କରାଯାଇଛି ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

Related Articles

Popular Categories