www.samajalive.in
Monday, December 8, 2025
27.1 C
Bhubaneswar

ଶିଡ଼ିରୁ ପଡ଼ି ସାଂସଦ ପ୍ରତାପ ଷଡ଼ଙ୍ଗୀ ଆହତ: ରାହୁଲ ଠେଲିଦେଲେ ବୋଲି କହିଲେ ପ୍ରତାପ

ସମାଜ ଡିଜିଟାଲ ଡେସ୍କ: ସଂସଦ ଭିତରେ ଶିଡ଼ିରୁ ପଡ଼ିଯାଇ ଆହତ ହୋଇଛନ୍ତି ବାଲେଶ୍ଵରର ବିଜେପି ସାଂସଦ ପ୍ରତାପ ଷଡ଼ଙ୍ଗୀ। ତେବେ ରାହୁଲ ଗାନ୍ଧୀ ତାଙ୍କୁ ଧକ୍କା ମାରି ଠେଲି ଦେଇଥିବା କହିଛନ୍ତି ପ୍ରତାପ। ଗଣମାଧ୍ୟମ ଆଗରେ ପ୍ରତାପ ଏହି ମନ୍ତବ୍ୟ ଦେବା ପରେ କଂଗ୍ରେସ ସାଂସଦ ରାହୁଲଙ୍କ ଆଚରଣ ନେଇ ଏବେ ପ୍ରଶ୍ନ ଉଠିଛି।

ଗୁରୁବାର ସଂସଦ ଭିତରେ ପ୍ରତାପ ଶିଡ଼ିରେ ଯାଉଥିବାବେଳେ ହଠାତ ତଳେ ପଡ଼ିଯାଇଥିଲେ। ତୁରନ୍ତ ତାଙ୍କୁ ଉଦ୍ଧାର କରାଯାଇ ବାହାରକୁ ଅଣାଯାଇଥିଲା। ପ୍ରତାପଙ୍କ ମୁଣ୍ଡ ଫାଟିଯାଇଥିବାବେଳେ ରକ୍ତସ୍ରାବ ହେଉଥିବା ଦେଖିବାକୁ ମିଳିଥିଲା। ତେବେ ବାହାରକୁ ଆସିବା ପରେ କିପରି ପଡ଼ିଲେ ବୋଲି ପ୍ରତାପଙ୍କୁ ଗଣମାଧ୍ୟମ ପ୍ରତିନିଧିମାନେ ପ୍ରଶ୍ନ କରିଥିଲେ। ପ୍ରତାପ କହିଥିଲେ ଯେ ରାହୁଲ ଗାନ୍ଧୀ ତାଙ୍କୁ ଠେଲିଦେଲେ ବୋଲି କହିଥିଲେ।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories