www.samajalive.in
Sunday, December 7, 2025
26.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କ ଭେଟି : ମଧ୍ୟପ୍ରଦେଶର କୁନୋ-ପାଲପୁର ଅଭୟାରଣ୍ୟକୁ ଛଡାଗଲା ଚିତାବାଘ

ନୂଆଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ୪ଟି ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଆଜି ଜନ୍ମଦିବସ ଅବସରରେ ପ୍ରଥମେ ପ୍ରଧାନମନ୍ତ୍ରୀ ଏହି ଭେଟି ଦେଇଛନ୍ତି। ନାମିବ୍ୟାୟାରୁ ଆସିଥିବା ଚିତାବାଘଙ୍କୁ ମଧ୍ୟପ୍ରଦେଶର କୁନୋ-ପାଲପୁର ଅଭୟାରଣ୍ୟରେ ଛାଡିଲେ ପ୍ରଧାନମନ୍ତ୍ରୀ। ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ଅଭୟାରଣ୍ୟରେ ଛଡାଗଲା। କୁନୋ ଜାତୀୟ ଉଦ୍ୟାନରେ ୮ଟି ଚିତାବାଘ ଛାଡି ଜାତୀୟ ଉଦ୍ୟାନକୁ ଚିତାବାଘ ସମର୍ପଣ କଲେ। ୮ଟି ବାଘଙ୍କ ମଧ୍ୟରେ ୫ଟି ମାଈ ଓ ୩ଟି ଅଣ୍ଡିରା ବାଘ ଥିବା ନେଇ ସୂଚନା। ଦୀର୍ଘ ୭୦ ବର୍ଷ ପରେ ଭାରତରେ ଦେଖିବାକୁ ମିଳିଲା ଏହି ଚିତାବାଘ।

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories