www.samajalive.in
Monday, December 8, 2025
24.1 C
Bhubaneswar

ଗୋଟବାୟା ଶ୍ରୀଲଙ୍କା ରାଷ୍ଟ୍ରପତି ପ୍ରାର୍ଥୀ

କଲମ୍ବୋ : ଶ୍ରୀଲଙ୍କାର ପୂର୍ବତନ ପ୍ରତିରକ୍ଷା ସଚିବ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ମହିନ୍ଦ୍ରା ରାଜପାକ୍ଷଙ୍କ ସାନ ଭାଇ ଗୋଟବାୟା ରାଜପାକ୍ଷ ଶ୍ରୀଲଙ୍କା ପୋଡୁଜାନା ପେରାମୁନା (ଏସ୍‌ଏଲପିପି) ଦଳରୁ ଦେଶର ପରବର୍ତ୍ତୀ ରାଷ୍ଟ୍ରପତି ପ୍ରାର୍ଥୀ ହେବେ। ଚଳିତ ବର୍ଷ ଶେଷ ଭାଗକୁ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଥିବାବେଳେ ରବିବାର ଏହି ଘୋଷଣା କରାଯାଇଛି। ଏଥିସହିତ ରବିବାର ଅନୁଷ୍ଠିତ ଦଳୀୟ ସମ୍ମିଳନୀରେ ​ଗୋଟବାୟାଙ୍କୁ ଦଳର ନେତୃତ୍ବ ଭାର ଅର୍ପଣ କରାଯାଇଛି। ଏହି ପରିପ୍ରେକ୍ଷୀରେ ସେ ଦେଶର ସୁରକ୍ଷା ସମ୍ପର୍କିତ ମାମଲାରେ ଆଦୌ ସାଲିସ କରିବେ ନାହିଁ ବୋଲି କହିଛନ୍ତି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories