www.samajalive.in
Friday, December 5, 2025
20.1 C
Bhubaneswar

ଅର୍ଣ୍ଣବ ଗୋସ୍ୱାମୀଙ୍କୁ ଉଠାଇ ନେଲା ପୁଲିସ

ମୁମ୍ବଇ: ଜାତୀୟ ଗଣମାଧ୍ୟମ ରିପବ୍ଲିକ୍ ଟିଭିି ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀଙ୍କୁ ବୁଧବାର ମୁମ୍ବଇ ପୁଲିସ୍‌ ଉଠାଇ ନେଇଥିବା ସୂଚନା ମିଳିଛି। ଅର୍ଣ୍ଣବଙ୍କ ବାସଭବନ ଭିତରକୁ ପୁଲିସ୍‌ ଜୋର ଦବରଦସ୍ତ ପଶି ତାଙ୍କୁ ଉଠାଇ ନେଇଥିବା ଜଣାପଡ଼ିଛି। ଅର୍ଣ୍ଣବଙ୍କୁ ଉଠାଇ ନେଇଥିବାବେଳେ ମୁମ୍ବଇ ପୁଲିସ ପାଖରେ କୌଣସି ସମନ୍ କିମ୍ବା କୋର୍ଟ ଦସ୍ତାବିଜ ନ ଥିବା ସୂଚନା ମିଳିଛି। ଏପରିକି ଅର୍ଣ୍ଣବଙ୍କୁ ଔଷଧ ଖାଇବାକୁ ମଧ୍ୟ ଦିଆଯାଇ ନ ଥିବା ଅଭିଯୋଗ ହୋଇଛି।

ସୂଚନା ଅନୁଯାୟୀ, ୨୦୧୮ ମସିହାର ଏକ ମାମଲାରେ ଅର୍ଣ୍ଣବଙ୍କୁ ଗିରିଫ କରାଯାଇଛି। ମହାରାଷ୍ଟ୍ରର ରାୟଗଡ଼ ଜିଲାର ଏକ ମାମଲାରେ ଗିରଫ ହୋଇଥିବା ଜଣାପଡ଼ିଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories