www.samajalive.in
Sunday, December 7, 2025
26.1 C
Bhubaneswar

୨୮ ନୁହେଁ ୨୯ରେ ମହରମ୍ ଛୁଟି

ଭୁବନେଶ୍ବର: ଚଳିତ ବର୍ଷ ମହରମ୍ ପର୍ବ ପାଇଁ ଜୁଲାଇ ୨୯ ତାରିଖ ଶନିବାରକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି। ପୂର୍ବରୁ ଛୁଟି ତାଲିକାରେ ଜୁଲାଇ ୨୮ ତାରିଖରେ ମହରମ୍‌ ଛୁଟି ଥିବା ବେଳେ ଏହାକୁ ପରିବର୍ତ୍ତନ କରାଯାଇ ୨୯ ତାରିଖ ଛୁଟି ଘୋଷଣା କରାଯାଇଛି। ଗୁରୁବାର ଏନେଇ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।

ବିଜ୍ଞପ୍ତି ଅନୁସାରେ, ଜୁଲାଇ ୨୮ ପରିବର୍ତ୍ତେ ୨୯ ତାରିଖରେ ମହରମ୍ ପାଇଁ ସମସ୍ତ ସରକାରୀ କାର୍ଯ୍ୟାଳୟ, ରାଜସ୍ୱ ଓ ମାଜିଷ୍ଟ୍ରେଟ୍ କୋର୍ଟ, ବ୍ୟାଙ୍କ ଆଦି ଛୁଟି ରହିବ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories