www.samajalive.in
Sunday, December 14, 2025
26.1 C
Bhubaneswar

ନୂଆପଡ଼ାରେ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ପ୍ରଚାର

ନୂଆପଡା: ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ପ୍ରଚାର କରିଛନ୍ତି ମନ୍ତ୍ରୀ ମୁକେଶ ମହାଲିଙ୍ଗ । ନୂଆପଡ଼ାର ପରସାଗୁଡ଼ାଠାରେ ବିଜେପି ପକ୍ଷରୁ ଆୟୋଜିତ ଜନସଭାରେ ମନ୍ତ୍ରୀ ଶ୍ରୀ ମହାଲିଙ୍ଗ ଯୋଗଦେଇ ଡବଲ ଇଞ୍ଜିନ ବିଜେପି ସରକାରର ଡବଲ ଗତିର ବିକାଶ ରେ ସାମିଲ ହେବାକୁ ଆହ୍ବାନ ଦେଇଥିଲେ। ପ୍ରଚାରରେ ସେ ବିରୋଧି ବିଜୁ ଜନତା ଦଳକୁ ନିଶାନା କରି କହିଥିଲେ ଯେ, ମହିଳା ଙ୍କୁ ସମ୍ମାନ ର ମିଥ୍ୟା ପ୍ରଚାର କରି ବିଜେଡି ଭୋଟ ନେଉଥିଲା। କିନ୍ତୁ ପ୍ରକୃତ ରେ ମା କୁ ସମ୍ମାନ ବିଜେପି ହିଁ ଦିଏ, ଦେଉଛି ଏବଂ ଦେଉଥିବ । ପରେ ଘରଘର ବୁଲି ନୂଆପଡାରେ ବିଜେପିକୁ ଜିତାଇବା ପାଇଁ ଭୋଟରଙ୍କୁ ନିବେଦନ କରିଥିଲେ ମନ୍ତ୍ରୀ ଶ୍ରୀ ମହାଲିଙ୍ଗ ।

Hot this week

ନୀତିନ ନବୀନ ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି  ଭାବରେ ନୀତିନ ନବୀନ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

Related Articles

Popular Categories