www.samajalive.in
Saturday, December 6, 2025
26.1 C
Bhubaneswar

ବିପଦ ସଂକେତ ଦେଉଛି ଶୁଖିଲା ଗଛ 

ମୁଖୀଗୁଡା : କଳାହାଣ୍ଡି ଜିଲ୍ଲା ମୁଖୀଗୁଡା – ମୋଟେର ରାସ୍ତା ବନମାଲିପୁର ଇଣ୍ଡେନ ଗ୍ୟାସ ସିଲିଣ୍ଡର ଗୋଦାମ ସମ୍ମୁଖରେ ଏକ ଶୁଖିଲା ଗଛ ବିପଦ ସଙ୍କୁଳ ଅବସ୍ଥାରେ ରହିଛି। ଯେକୌଣସି ମୁହୂର୍ତ୍ତରେ ଏହି ଗଛ ଜୋରରେ ପବନ ହେଲେ ଭାଙ୍ଗି ପଡ଼ି ଧନ ଜୀବନ ନଷ୍ଟ ନହେବ ଏଥିରେ ସନ୍ଦେହ ନାହିଁ । ଏହି ରାସ୍ତା ଦେଇ ଶହ ଶହ ଯାନବାହାନ ଯାତାୟାତ କରିଥାଏ। ମୁଖ୍ୟ ରାସ୍ତା କଡରେ ଥିବା ଏହି ଗଛ କାଟିବା ଜରୁରୀ ହୋଇ ପଡିଛି । ଏଣୁ ବିଭାଗୀୟ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଇ ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବାକୁ ଦାବି ହୋଉଛି।

ଆଉ କିଛି ଦିନ ପରେ ତ୍ରିଗ୍ରହୀ ଯୋଗ ; ଏହି ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ଏମିତି ଚମକିବ ଭାଗ୍ୟ..

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories