www.samajalive.in
Saturday, December 6, 2025
16.1 C
Bhubaneswar

ମୁଖତାର୍‌ ଅନସାରୀଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ : ଉତ୍ତର ପ୍ରଦେଶ ବାନ୍ଦା ଜେଲରେ ଥିବା ମାଫିଆ ମୁଖତାର୍‌ ଅନସାରୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ନକଲି ଅସ୍ତ୍ର ଲାଇସେନ୍ସ ମାମଲାରେ ତାଙ୍କୁ ଏହି ଦଣ୍ଡ ଦିଆଯାଇଛି। ଏହି ମାମଲାରେ ତାଙ୍କ ଉପରେ ୨ ଲକ୍ଷ ୨ ହଜାର ଟଙ୍କା ଜରିମାନା ମଧ୍ୟ କରାଯାଇଛି। ବାନ୍ଦା ମାଫିଆ ମୁଖତାରଙ୍କୁ ଅଷ୍ଟମ ଥର ପାଇଁ ଦଣ୍ଡିତ କରାଯାଇଛି। ସ୍ପେଶାଲ ଜଜ କୋର୍ଟ (ଏମ୍‌ପି-ବିଧାୟକ କୋର୍ଟ) ଅବନୀଶ ଗୌତମ ବୁଧବାର ମୁଖତାର ଅନସାରୀଙ୍କୁ ଦଣ୍ଡିତ କରିଛନ୍ତି। ୨୦୨୩ ଜୁନ ୫ ତାରିଖରେ ଉକ୍ତ କୋର୍ଟ ଅକ୍ଷୟ ରାୟ ହତ୍ୟା ମାମଲାରେ ମୁଖାର୍‌ ଅନସାରୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ। ଏପର୍ଯ୍ୟନ୍ତ ୭ଟି ମାମଲାରେ ମୁଖତାର୍‌ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।

Hot this week

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

Related Articles

Popular Categories