www.samajalive.in
Monday, December 15, 2025
17.1 C
Bhubaneswar

କଣ୍ଟାବାଞ୍ଜି ମୁକୁନ୍ଦିଲାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ନବାଗତ ଛାତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

କଣ୍ଟାବାଞ୍ଜି :କଣ୍ଟାବାଞ୍ଜି ମୁକୁନ୍ଦିଲାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପରିସରରେ ଶନିବାର ନୂତନ ଭାବେ ପ୍ରଥମ ବର୍ଷରେ ପ୍ରବେଶ କରିଥିବା ଛାତ୍ରୀ ମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ବିଦ୍ୟାଳୟର ଅଧକ୍ଷା ରଞ୍ଜିତା ଗୁରୁ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀ ମାନଙ୍କୁ ସ୍ୱାଗତ କରିବା ସହ ବିଦ୍ୟାଳୟରେ ପଢିବା ବିଷୟରେ ଆଲୋଚନା କରିଥିଲେ। ବିଦ୍ୟାଳୟର ଶିକ୍ଷକମାନେ ନିଜ ନିଜ ବକ୍ତବ୍ୟରେ ଛାତ୍ରୀମାନଙ୍କୁ ବିଦ୍ୟାଳୟରେ ପାଠ ପଢି ନିଜକୁ ବିକାଶ କେମିତି କରି ପାରିବେ ସେ ନେଇ କହିଥିଲେ। କାର୍ଯ୍ୟକ୍ରମରେ ଛାତ୍ରୀମାନଙ୍କ ଦ୍ୱାରା ସଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟ ରେ ଅଧ୍ୟାପକ ବଳରାଜ ସିଂ ଦେଓ, ରମେଶ ପୁଆରୀ, ଦେବେନ୍ଦ୍ର କୁମାର ପଣ୍ଡା, ସଂଜୀବନୀ ସୁଧା ରଥ, ଭାସ୍କର ମେହେର, ସସ୍ମିତା ପଟ୍ଟନାୟକ, ମିଲି କର, ଡି. ସୁନାନୀ, ମଞ୍ଜେଷ ସୁନା, ଜ୍ୟୋତି ରାଣୀ ମହାନ୍ତି ପ୍ରମୁଖ ମଞ୍ଚାସିନ ଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories