www.samajalive.in
Saturday, December 6, 2025
16.1 C
Bhubaneswar

ମୁମ୍ବଇ ବିଏମଡବ୍ଲ୍ୟୁ ହିଟ୍ ଆଣ୍ଡ ରନ୍ ମାମଲା: ଶିବସେନା ନେତାଙ୍କ ପୁଅ ଗିରଫ

ମୁମ୍ବଇ: ୱର୍ଲି ବିଏମଡବ୍ଲ୍ୟୁ ହିଟ୍ ଆଣ୍ଡ ରନ୍ ମାମଲାର ମୁଖ୍ୟ ଅଭିଯୁକ୍ତ ମିହିର ଶାହଙ୍କୁ ଗିରଫ କରାଯାଇଛି। ଦୁର୍ଘଟଣାର ୭୨ ଘଣ୍ଟା ପରେ ଅଭିଯୁକ୍ତକୁ ଗିରଫ କରିଛି ପୁଲିସ। ଦୁର୍ଘଟଣା ପରଠାରୁ ସେ ଫେରାର ଥିଲେ।ମିହିର ନିଶାସକ୍ତ ଅବସ୍ଥାରେ ଗାଡ଼ି ଚଲାଉଥିବାବେଳେ ମୁମ୍ବଇର ଓ୍ବର୍ଲିରେ ଏକ ଦୁଇ ଚକିଆ ଯାନକୁ ଧକ୍କା ଦେଇଥିଲେ, ଯେଉଁଥିରେ ଜଣେ ୪୫ ବର୍ଷିୟ ମହିଳାଙ୍କ ମୃତ୍ୟୁ ଘଟିଥିଲା ଓ ତାଙ୍କ ସ୍ଵାମୀ ଆହତ ହୋଇଥିଲେ।

ସୂଚନାଯୋଗ୍ୟ, ମିହିର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ଶିବସେନା ଗୋଷ୍ଠୀର ନେତା ରାଜେଶ ଶାହଙ୍କ ପୁଅ। ଏହି ଘଟଣାକୁ ନେଇ ରାଜ୍ୟ ରାଜନୀତି ବେଶ୍ ସରଗରମ ହୋଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories