www.samajalive.in
Friday, December 5, 2025
26.1 C
Bhubaneswar

ବଲ୍ ବାଜି ଟଳି ପଡିଲେ କ୍ରିକେଟର

ନୂଆଦିଲ୍ଲୀ: ଏମିତି ବି ଆସେ ମୃତ୍ୟୁ । ମୃତ୍ୟୁ କାହାକୁ କେତେବେଳେ ଆସିବ, ତାହା କେହି କହିପାରିବେନାହିଁ । ମୁମ୍ବାଇର ମୋଟୁଙ୍ଗା ସ୍ଥିତ ଦାଦକର ଖେଳ ପଡିଆରେ ଏମିତି କିଛି ଅଘଟଣ ଦେଖିବାକୁ ମିଳିଛି । ବଲ ବାଜି ଜଣେ ୫୨ ବର୍ଷୀୟ କ୍ରିକେଟର୍‌ଙ୍କ ମୃତ୍ୟୁ ହୋଇଛି। ମୃତକ ମୁମ୍ବାଇର କ୍ରିକେଟର ଜୟେଶ ସାୱଲା ବୋଲି ଜଣାପଡିଛି ।

ସୂଚନା ମୂତାବକ ସୋମବାର ଅପରାହ୍ନରେ ମଟୁଙ୍ଗାରେ ଥିବା ଦାଦକର ପଡିଆରେ ଦୁଇଟି କ୍ରିକେଟ୍ ମ୍ୟାଚ୍ ଅନୁଷ୍ଠିତ ହେଉଥିଲା। ସେଥିରୁ ଗୋଟିଏ ମ୍ୟାଚ୍‌ରୁ ବଲ୍‌ ଆସି ଆଉ ଗୋଟିଏ ମ୍ୟାଚ୍‌ରେ ଫିଲ୍ଡିଂ କରୁଥିବା ଜୟେଶଙ୍କ କାନମୁଣ୍ଡାରେ ଆସି ବାଜିଥିଲା। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା । ପୋଲିସ ଏ ନେଇ ଏକ ମାମଲା ରୁଜ୍ଜୁ କରି ତଦନ୍ତ ଜାରି ରଖିଛି।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories