www.samajalive.in
Friday, December 12, 2025
27.1 C
Bhubaneswar

ମୁମ୍ବଇର ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା ; ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି

ମୁମ୍ବଇ : ମୁମ୍ବଇର ଭାଣ୍ଡୁପ୍ ଅଞ୍ଚଳରେ ଶୁକ୍ରବାର ମଲରେ ଥିବା ଏକ ଡାକ୍ତରଖାନାରେ ଅଗ୍ନିକାଣ୍ଡ ଘଟିବା ଘଟଣାରେ କୋଭିଡ ରୋଗୀଙ୍କ ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି ପାଇଛି। ଏହାସହ ଅନ୍ୟ ୭୦ ଜଣ ରୋଗୀଙ୍କୁ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ପ୍ରଥମେ ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଥିଲା।
ସୂଚନା ଯୋଗ୍ୟ,ଭାଣ୍ଡୁପ୍ ଅଞ୍ଚଳରେ ଏକ ଡାକ୍ତରଖାନାରେ ଅଗ୍ନିକାଣ୍ଡ ଘଟିଥିଲା। ଖବର ପାଇ ଅଗ୍ନିଶମ କର୍ମଚାରୀ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ସହ ଉଦ୍ଧାରକାର୍ଯ୍ୟ କରିଥିଲେ। ମୁମ୍ବଇର ମେୟର କହିଛନ୍ତି ଯେ ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ଜଣା ପଡିନାହିଁ। ପ୍ରଥମ ଥର ପାଇଁ ଏକ ସପିଂ ମଲରେ  ହସ୍ପିଟାଲ ଥିବା ଜଣାପଡିଛି, ଏହାର ତଦନ୍ତ ହେବ।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories