www.samajalive.in
Sunday, December 7, 2025
16.1 C
Bhubaneswar

ବାଂଲାଦେଶରେ ଇଣ୍ଡିଗୋ ବିମାନର ଜରୁରୀ ଅବତରଣ

ନୂଆଦିଲ୍ଲୀ : ଶନିବାର ସକାଳେ ମୁମ୍ବାଇରୁ ଗୌହାଟୀ ଯାଉଥିବା ଏକ ଇଣ୍ଡିଗୋ ବିମାନ ବାଂଲାଦେଶରେ ଅବତରଣ କରିଛି। କାରଣ ଘନ କୁହୁଡି ଯୋଗୁଁ ବିମାନଟି ଅବତରଣ କରିପାରିନଥିଲା। ତେଣୁ ଆସାମଠାରୁ ୪୦୦ କିଲୋମିଟର ଦୂରରେ ଥିବା ଢାକାକୁ ବିମାନ ଡାଇଭର୍ଟ କରାଯାଇଥିଲା। ବିମାନରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି।

ମୁମ୍ବାଇ ଯୁବ କଂଗ୍ରେସ ନେତା ସୂରଜ ସିଂ ଠାକୁର ନିଜ ସୋସିଆଲ ମିଡିଆ ଜରିଆରେ ସୂଚନା ଦେଇଛନ୍ତି । ସେ କହିଛନ୍ତି ବିମାନଟି ମୁମ୍ବାଇକୁ ଗୌହାଟୀକୁ ଉଡାଣ ଭରିଥିଲା। ସେ ଇମ୍ପାଲରେ କଂଗ୍ରେସର ଭାରତ ଯୋଡ ଯାତ୍ରାରେ ସାମିଲ ହେବାକୁ ଯାଉଥିଲେ । କିନ୍ତୁ ହଠାତ୍ ବିମାନଟି ଡାଇଭର୍ଟ ହୋଇଯାଇଥିଲା। ଘନ କୁହୁଡି ଯୋଗୁଁ ବିମାନ କର୍ମଚାରୀ ମାନେ ବିପଦ ନେବାକୁ ଚାହୁଁନଥିଲେ । ତେଣୁ ବିମାନଟିକୁ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories