www.samajalive.in
Saturday, December 6, 2025
16.1 C
Bhubaneswar

ମୁମ୍ବଇ ହୋଟେଲରେ ନିଆଁ: ୩ ମୃତ, ୫ ଆହତ

ମୁମ୍ବଇ: ମୁମ୍ବଇର ସାନ୍ତାକ୍ରୁଜ୍‌ରେ ରବିବାର ଏକ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୫ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ଅନେକ ଦମକଳ ଗାଡ଼ି ଉପସ୍ଥିତ ରହିଛି। ପୁଲିସ ସୂଚନାନୁସାରେ, ସାନ୍ତାକ୍ରୁଜ ସ୍ଥିତ ଗାଲାକ୍ସି ହୋଟେଲରେ ନିଆଁ ଲାଗିଛି। ଲୋକଙ୍କୁ ନିରାପଦରେ ସ୍ଥାନାନ୍ତର କରିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

 

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories