www.samajalive.in
Monday, December 8, 2025
24.1 C
Bhubaneswar

ଏସଆଇ ନିଯୁକ୍ତି ଦୁର୍ନୀତି: ମୋଷ୍ଟ ଓ୍ବାଣ୍ଟେଡ ମୁନା ମହାନ୍ତି ଗିରଫ

ସମାଜ ଡିଜିଟାଲ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ୟତମ ମୋଷ୍ଟ ଓ୍ବାଣ୍ଟେଡ ଅଭିଯୁକ୍ତ ମୁନା ମହାନ୍ତି ଧରାପଡ଼ିଛି। ନୟାଗଡ଼ ଜିଲା ଦଶପଲ୍ଲା ଅଞ୍ଚଳରୁ କ୍ରାଇମବ୍ରାଞ୍ଚ ମୁନାକୁ ଗୁରୁବାର ଗିରଫ କରିଛି। ଗୁରୁବାର ପ୍ରଥମେ କ୍ରାଇମବ୍ରାଞ୍ଚ ପକ୍ଷରୁ ଏକ ସ୍ଥାନରେ ଚଢ଼ାଉ କରାଯାଇଥିଲା। କିନ୍ତୁ ଚଢ଼ାଉ ପୂର୍ବରୁ ମୁନା ଫେରାର ହୋଇଯାଇଥିଲା। ପରେ କ୍ରାଇମବ୍ରାଞ୍ଚ ତାକୁ ଧରିବାରେ ସଫଳ ହୋଇଛି।

ଏହି ମାମଲାର ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଏବେ ବି ଫେରାର ରହିଛି। ଶଙ୍କର ପକ୍ଷରୁ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କରାଯାଇଛି। ତେବେ ଏହି ମାମଲାରେ ପୂର୍ବରୁ ୧୧୯ ଜଣଙ୍କୁ ଗିରଫ କରାଯାଇଥିଲା। ମୁନାର ଗିରଫଦାରି ପରେ ସଂଖ୍ୟା ୧୨୦​‌ରେ ପହଞ୍ଚିଛି।

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories