www.samajalive.in
Sunday, December 7, 2025
16.1 C
Bhubaneswar

ରାସ୍ତାକଡରୁ ଯୁବକଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗୀର : ରାସ୍ତାକଡରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ବଲାଙ୍ଗୀର ଜିଲା ସଇଁତଳା ଥାନା ଅନ୍ତର୍ଗତ ଗୁଏଲଭାଡି ଗ୍ରାମ ନିକଟ ରାସ୍ତାକଡରୁ ତାଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣେ ଡ୍ରାଇଭର ବୋଲି ଜଣାପଡିଛି। ସେ ଗତ କିଛି ଦିନ ହେବ ନିଖୋଜ ଥିବା ନେଇ ବଡମାଲ ଫାଣ୍ଡିରେ ମାମଲା ରୁଜୁ ହୋଇଥିଲା। କିନ୍ତୁ ସୋମବାର ରାତିରେ ତାଙ୍କ ମୃତଦେହ ରାସ୍ତାକଡରୁ ଉଦ୍ଧାର ହେବା ପରେ ତାଙ୍କୁ ହତ୍ୟା କରାଯାଇଛି ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି। ବଡମାଲ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

 

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories