www.samajalive.in
Sunday, December 7, 2025
14.1 C
Bhubaneswar

ଗଛ କଟା ଓ ପଟା ଜବତ ଘଟଣାକୁ କେନ୍ଦ୍ର କରି ହତ୍ୟାକାଣ୍ଡ ସନ୍ଦେହ

କାଲିମେଳା: ମାଲକାନାଗିରି ଜିଲାର କାଲିମେଳା ବ୍ଳକ୍ ଓ ଥାନା ଅନ୍ତର୍ଗତ ଚିନ୍ତୱାଡା ଗ୍ରାମପଞ୍ଚାୟତର ବଟନୀ ଗୁନ୍ଧାର ଜେବା ମାଡକାମି(୭୦)କୁ ହତ୍ୟା କରାଯାଇଛି। ରାତି ୧୦ଟା ସମୟରେ ବଟନୀଗୁଡା ଗାଁରୁ ପ୍ରାୟ ୩୦୦ ମିଟର ଦୂରରେ ଜେବା ମାଡଗାଡୀ ଖଳାରେ ଶୋଇଥିବା ବେଳେ ଦୁଇ ଜଣ ଦୁର୍ବୃତ୍ତ ତାଙ୍କୁ ହତ୍ୟା କରିଥିଲେ। ଗଛ କାଟିବା ଓ ବନ ବିଭାଗ ଦ୍ବାରା ପଟା ଜବତ ଘଟଣାକୁ କେନ୍ଦ୍ର କରି ହତ୍ୟା କରାଯାଇଛି ବୋଲି ସନ୍ଦେହ କରାଯାଉଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ଘଟଣା ଘଟିଛି ବୋଲି ମୃତକଙ୍କ ପୁଅ ସୂଚନା ଦେଇଛନ୍ତି।

Hot this week

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

Related Articles

Popular Categories