ପୁଣି ଯୌତୁକ ପାଇଁ ହତ୍ୟା ଅଭିଯୋଗ

0

ସୁନ୍ଦରଗଡ଼: ​‌ଯୌତୁକ ଜୁଇରେ ଜଳିଗଲା ଆଉ ଜଣେ ବୋହୂ। ଯୌତୁକ ପାଇଁ ସ୍ତ୍ରୀକୁ ପିଟିପିଟଇ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏଭଳି ଏକ ଅଭାବନୀୟ ଘଟଣା ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଥାନା ଅନ୍ତର୍ଗତ ଡୁଲିଙ୍ଗାରେ ଘଟିଯାଇଛି। ସ୍ତ୍ରୀକୁ ହତ୍ୟା କରିଥିବା ଅଭିଯୋଗରେ ପୁଲସ ସ୍ବାମୀଙ୍କୁ ଥାନାରେ ଅଟକ ରଖିଛି।

Leave A Reply