www.samajalive.in
Friday, December 12, 2025
27.1 C
Bhubaneswar

ବାରିପଦାରେ ଡବଲ ମର୍ଡର; ବୃଦ୍ଧ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର

ବାରିପଦା: ସଦରଥାନା ଅନ୍ତର୍ଗତ କୁକୁଡାଯୋଡି ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ଏକ ଘରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ବୃଦ୍ଧ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଦମ୍ପତ୍ତିଙ୍କ ଗଳାକାଟି ହତ୍ୟା କରାଯାଇଥିବା ପାରିପାର୍ଶ୍ବିକ ସ୍ଥିତିରୁ ଅନୁମାନ କରାଯାଉଛି । ​‌ଘଟଣାସ୍ଥଳରେ ସ୍ଥାନୀୟ ପୁଲିସ, ସାଇଣ୍ଟିଫିକ୍‌ ଟିମ୍‌ ଓ ସନ୍ଧାନୀ କୁକୁର ପହଞ୍ଚି ତଦନ୍ତ ଆରମ୍ଭ ହୋଇଛି । ହତ୍ୟାକାଣ୍ଡର ପ୍ରକୃତ କାରଣ ଜଣାପଡିନାହିଁ । ତେ​‌ବେ ଗୁଣିଗାରେଡି ଯୋଗୁଁ ସେମାନଙ୍କୁ ହତ୍ୟା କରିଥିବା ​‌ପୁଲିସ ସନ୍ଦେହ କରୁଛି ।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories