ଜଗତସିଂହପୁର : ଜମିବାଡି ବିବାଦରୁ ବୃଦ୍ଧଙ୍କୁ ହତ୍ୟା କରାଯାଇଥିବାର ଅଭିଯୋଗ ହୋଇଛି। ଏହି ଘଟଣା ଯଁକୋଟିପାଟଣା ଗ୍ରାମରେ ଘଟିଛି। ମଙ୍ଗଳବାରରେ ଜମିବାଡି ବିବାଦରୁ ବୃଦ୍ଧଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ କଟକ ଏସ୍ସିବିରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ସକାଳେ ବୃଦ୍ଧଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ପୁଲିସ ଏହି ଘଟଣାର ତଦନ୍ତ କରୁଛି।
Popular Categories



