www.samajalive.in
Monday, December 15, 2025
26.1 C
Bhubaneswar

ହୋଲିରେ ଅଘଟଣ, ରାଜଧାନୀରେ ଗଡ଼ିଲା ଦୁଇ ମୁଣ୍ଡ

ଡେସ୍କ: ରଙ୍ଗର ପର୍ବ ହୋଲି ପାଳନ ହେଉଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ଦୁଇଜଣଙ୍କୁ ହତ୍ୟା କରାଯାଇଛି। ସହିଦନଗର ଶାନ୍ତିପଲ୍ଲୀ ବସ୍ତିରେ ଜଣେ ଯୁବକକୁ ଚାରି ଜଣ ହତ୍ୟା କରିଛନ୍ତି। ମୃତକଙ୍କ ସମ୍ପର୍କୀୟମାନେ କହିଛନ୍ତି ଯେ ୪ ଜଣ ଯୁବକ ଆସି ହଠାତ ଆସି ଯୁବକଙ୍କ ସହ ପାଟିତୁଣ୍ଡ କରିଥିଲେ। କିଛି କହିବା ପୂର୍ବରୁ ସମ୍ପୃକ୍ତ ୪ ଜଣ ଯୁବକ ବାରମ୍ବାର ଛୁରୀ ମାରିଥିଲେ ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ତେବେ ପୂର୍ବ ଶତ୍ରୁତା ଯୋଗୁ ଏଭଳି ଘଟିଥିବା ପ୍ରାଥମିକ ଭାବେ ଜଣାପଡିଛି।

ଅନ୍ୟପକ୍ଷରେ ମଞ୍ଚେଶ୍ୱର ଥାନା ସମେଇଗଡିଆରେ ଆଉ ଜଣଙ୍କୁ ହତ୍ୟା କରାଯାଇଥିବା ଜଣାପଡିଛି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories