www.samajalive.in
Saturday, December 6, 2025
16.1 C
Bhubaneswar

ସାନଭାଇର ଆକ୍ରମଣରେ ବଡାଭାଇ ଓ ୪ ବର୍ଷର ପୁତୁରା ମୃତ

କୁଚିଣ୍ଡା: ସମ୍ବଲପୁ ଜିଲା କୁଚିଣ୍ଡା ଗୋବିନ୍ଦପୁର ଥାନା ଅନ୍ତର୍ଗତ ତାଳଡିହି ଗାଁରେ ସୋମବାର ବିଳମ୍ବିତ ରାତିରେ ଅଭାବନୀୟ ଘଟଣା ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସାନଭାଇ ନିଜ ବଡ ଭାଇ ଓ ପୁତୁରାକୁ ହତ୍ୟା କରିଛି।  ମୁମୂର୍ଷୁ ଅବସ୍ଥାରେ ଭାଉଜକୁ ଉଦ୍ଧାର କରାଯାଇ ସୁନ୍ଦରଗଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି ।

ସୂଚନା ଅନୁଯାୟୀ,  ବିଳମ୍ବିତ ରାତିରେ ଶୋଇଥିବା ସମୟରେ ସାନଭାଇ ଘରେ ପଶି ମାରଣାସ୍ତ୍ରରେ ଆକ୍ରମଣ କରିଥିଲା। ବଡଭାଇ ସହ ୪ ବର୍ଷର ପତୁରାର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ନିକଟସ୍ଥ ଅଙ୍ଗନବାଡି କେନ୍ଦ୍ର ପାଇଖାନା ଟାଙ୍କିରୁ ଉଭୟଙ୍କ ମୃତଦେହ ଉଦ୍ଧାର କରାଯାଇଛି ଏବଂ ମୁମୂର୍ଷୁ ଅବସ୍ଥାରେ ଭାଉଜଙ୍କୁ ଉଦ୍ଧାର କରାଯାଇ ସୁନ୍ଦରଗଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଅଭିଯୁକ୍ତ ସାନ ଭାଇକୁ ପୁଲିସ ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଛି ।

Hot this week

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

Related Articles

Popular Categories