www.samajalive.in
Friday, December 5, 2025
17.1 C
Bhubaneswar

ଭାଇବୋହୂକୁ ହତ୍ୟା କଲା ଦେଢ଼ଶୂର

ସମାଜଲାଇଭ ଡେସ୍କ: ଭାଇବୋହୂକୁ ହାଣି ହତ୍ୟା କରିଛି ଦେଢ଼ଶୂର। କେନ୍ଦୁଝର ଜିଲା ଘଟଗାଁ ଅନ୍ତର୍ଗତ  ବାଇଗଣପାଳ ଗାଁରେ ଘଟିଛି ଏଭଳି ହତ୍ୟାକାଣ୍ଡ। ହତ୍ୟାର ଶିକାର ହୋଇଛନ୍ତି ହୃଷୀକେଶ ମହାକୁଡ଼ଙ୍କ ସ୍ତ୍ରୀ ନିରୂପମା ମହାକୁଡ଼।

ସୂଚନା ଅନୁସାରେ ପାରିବାରିକ ବିବାଦକୁ ନେଇ ନିରୂପମାଙ୍କୁ ତାଙ୍କ ଦେଢ଼ଶୂର ଶୈଳ ମହାକୁଡ଼ ଟାଙ୍ଗିଆରେ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ନିରୂପମାଙ୍କୁ ଡାକ୍ତର ମୃତ​ ଘୋଷଣା କରିଥିଲେ। ଖବରପାଇ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହିତ ଅଭିଯୁକ୍ତ ଶୈଳଙ୍କୁ ଥାନାରେ ଅଟକ ରଖି ତଦନ୍ତ ଚଳାଇଛି।

Hot this week

ଚିନ୍ତାକଳ୍ପ : ମାନସିକ ଦୁର୍ବଳତା

ସାମର୍ଥ୍ୟ (ବଳ)ର ଅଭାବକୁ ଦୁର୍ବଳ, ଶକ୍ତିହୀନ ବୋଲି ସାଧାରଣତଃ କୁହାଯାଇଥାଏ। ସୀମିତ...

‘ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣାଧୀନ’- ଅପରାଧୀଙ୍କୁ ଦିଆଯାଇନି ରାଜନୈତିକ ସଂରକ୍ଷଣ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପୂର୍ବ ସରକାରଙ୍କ ଅମଳରେ ଅପରାଧରେ ସମ୍ପୃକ୍ତ ରାଜନୈତିକ ବ୍ୟକ୍ତିଙ୍କୁ ସୁରକ୍ଷା...

ସମ୍ପାଦକୀୟ : ସଞ୍ଚାର ସାଥୀ ଆପ୍‌

ଲୋକଙ୍କ ଡିଜିଟାଲ ଅଧିକାର ଅକ୍ଷୁଣ୍ଣ ରହୁ ସାରା ବିଶ୍ୱ ଯେତେବେଳେ ଡିଜିଟାଲ୍ ଗଣତନ୍ତ୍ର...

ଆଜି ମହାନଦୀ ଯୁଗ୍ମ ବୈଷୟିକ କମିଟି ବୈଠକ, ୨୦ରେ ଟ୍ରାଇବୁନାଲ ଶୁଣାଣି

ଭୁବନେଶ୍ୱର: ମହାନଦୀ ଜଳ ବିବାଦର ସମାଧାନ ପାଇଁ ଶୁକ୍ରବାର ଯୁଗ୍ମ କମିଟି...

ସମ୍ପାଦକୀୟ : ଭାରତରେ ପୁଟିନ୍‌

ସମୟର ଦୋ’ଛକିରେ ସମ୍ପର୍କ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ଏପରି...

Related Articles

Popular Categories