www.samajalive.in
Wednesday, December 10, 2025
18.1 C
Bhubaneswar

ଛତୁ ସୁପ୍‍

କଟା ଛତୁ – ୪୦୦ ଗ୍ରାମ
କଟା ପିଆଜ – ୨ଟି
ପାଣି – ୨କପ
ବଟର – ୩ ଚାମଚ
କର୍ଣ୍ଣଫ୍ଲୋର – ୧ ଚାମଚ
କ୍ଷୀର – ୧କପ
ଲୁଣ – ଅଳ୍ପ
ଗୋଲମରିଚ ଗୁଣ୍ଡ – ଅଳ୍ପ
କଟା ଧନିଆ ପତ୍ର – ଅଳ୍ପ
ପ୍ରସ୍ତୁତି ପ୍ରଣାଳୀ – ଗ୍ୟାସରେ କଡ଼େଇ ବସାଇ ବଟର ଗରମ କରନ୍ତୁ। ବଟର ପକାଇବା ପରେ ଏଥିରେ ଛତୁ ଓ ପିଆଜ ପକାଇ ଭଲ ଭାବେ ଭାଜନ୍ତୁ। କିଛି ସମୟ ଭାଜିବା ପରେ ଗୋଲମରିଚ ଗୁଣ୍ଡ ଓ ଲୁଣ ପକାଇ ପୁଣି କିଛି ସମୟ ଭାଜନ୍ତୁ। ଭାଜିବା ପରେ ଏକ ପାତ୍ରକୁ କାଢି ଭାଜିଥିବା ଛତୁକୁ ଥଣ୍ଡା କରି ଏଥିରେ, କ୍ଷୀର, କର୍ଣ୍ଣଫ୍ଲୋର ପକାଇ ଭଲ ଭାବେ ପେଷି ଦିଅନ୍ତୁ। ପେଷିବା ପରେ ଗ୍ୟାସରେ ପୁଣି କଡ଼େଇ ବସାଇ ଆଉ ଥରେ ଏହି ମିଶ୍ରଣକୁ ପକାଇ ଅଳ୍ପ ପାଣି, ଅଳ୍ପ ଗୋଲମରିଚ ଗୁଣ୍ଡ ପକାଇ ପୁଣି କିଛି ଗୋଳାନ୍ତୁ। ଏବେ ଏହାକୁ ଏକ ପାତ୍ରକୁ କାଢି ଧନିଆପତ୍ର ଦେଇ ସଜାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଛତୁ ସୁପ୍‍।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories