www.samajalive.in
Monday, December 15, 2025
16.1 C
Bhubaneswar

କୋମାରେ ଅଭିଜିତ ମଜୁମଦାର; ମେଡିକାଲ ବୁଲେଟିନ୍ ଜାରି କଲା ଏମ୍ସ

ଭୁବନେଶ୍ବର: କୋମାରେ ଓଲିଉଡର ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର । ତାଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଛି । ବହୁବିଧ ରୋଗରେ ପୀଡ଼ିତ ଥିବା ନେଇ ସୂଚନା ଦେଲା ଏମ୍ସ । ଅଭିଜିତଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଭେଣ୍ଟିଲେଟର ସପୋର୍ଟରେ ରଖାଯାଇଛି । ସ୍ବାସ୍ଥ୍ୟାବସ୍ଥା ପରୀକ୍ଷା ନୀରିକ୍ଷା ପରେ ଏମ୍ସ ପକ୍ଷରୁ ମେଡିକାଲ ବୁଲେଟିନ୍ ଜାରି କରାଯାଇଛି ।  ମଧ୍ୟାହ୍ନ ପରଠାରୁ ଆଇସିୟୁର ଭେଣ୍ଟିଲେଟରରେ ଅଛନ୍ତି ଅଭିଜିତ ।

Hot this week

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

Related Articles

Popular Categories