www.samajalive.in
Friday, December 5, 2025
27.1 C
Bhubaneswar

ଅଭିଜିତ୍‍ ମଜୁମଦାର ଏମ୍‍ସ ସ୍ଥାନାନ୍ତର

ସମାଜ ଡିଜିଟାଲ ଡେସ୍କ: ଏମ୍‍ସ ସ୍ଥାନାନ୍ତର ହୋଇଛନ୍ତି ସଙ୍ଗୀତକାର ଅଭିଜିତ୍‍ ମଜୁମଦାର । କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ଅଭିଜିତଙ୍କୁ ଭୁବନେଶ୍ୱର ଏମ୍‍ସକୁ ସ୍ଥାନାନ୍ତର କରାଯାଇଛି ।
ଓଡ଼ିଶାର ସୁନାମ ଧନ୍ୟ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍‍ ମଜୁମଦାର । ସୂଚନା ଅନୁସାରେ କିଛି ଦିନ ହେବ ସେ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ତୁରନ୍ତ କଟକର ସିଡିଏରେ ଥିବା ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେ ଦୀର୍ଘ ଦିନ ହେବ ଲିଭର୍‍ ଜନିତ ରୋଗରେ ପୀଡିତ ଥିବା ସୂଚନା ମିଳିଛି । ଅଭିଜିତଙ୍କ ଶରୀରରେ ପୋଟାସିୟମ କମି ଯିବାରୁ ଗୁରୁତର ହୋଇପଡିଥିଲେ । ଏଥିପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories