www.samajalive.in
Sunday, December 7, 2025
26.1 C
Bhubaneswar

ଏ.ଆର. ରହମନଙ୍କୁ ହୃଦଘାତ !

ସମାଜ ଡିଜିଟାଲ ଡେସ୍କ: ବିଶିଷ୍ଟ କଣ୍ଠଶିଳ୍ପୀ ତଥା ଓସ୍କାର ପୁରସ୍କାର ବିଜେତା ବିଶିଷ୍ଟ ସଙ୍ଗୀତଜ୍ଞ ଏ. ଆର. ରହମନ ଅସୁସ୍ଥ ହୋଇପଡ଼ିଛନ୍ତି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଚେନ୍ନଇର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏକ ଡାକ୍ତରୀ ଟିମ୍‌ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରିବା ସହିତ ନିରୀକ୍ଷଣରେ ରଖିଛନ୍ତି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ରହମନଙ୍କୁ ହୃଦଘାତ ହୋଇଥିବା ସନ୍ଦେହ କରାଯାଉଛି। କାରଣ ଡାକ୍ତରୀ ଟିମ ତାଙ୍କର ଆଞ୍ଜିଓଗ୍ରାମ ପରୀକ୍ଷା କରାଯାଇପାରେ ବୋଲି କହିଛନ୍ତି। ତେବେ ତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଅଧିକ ସୂଚନା ମିଳିପାରି ନାହିଁ। ମାତ୍ର ରହମନ ଡାକ୍ତରଖାନାରେ ଭର୍ତ୍ତି ହେବା ସୂଚନା ମିଳିବା ପରେ ପ୍ରଶଂସକ ମହଲରେ ଚିନ୍ତାପ୍ରକାଶ ପାଇଛି।

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories