www.samajalive.in
Tuesday, December 9, 2025
17.1 C
Bhubaneswar

ମୁସଲିମ୍ କନଫରେନ୍ସ ଜମ୍ମୁ-କଶ୍ମୀର ଓ ମୁସଲିମ୍ କନଫରେନ୍ସ ବେଆଇନ ଘୋଷିତ

ଡେସ୍କ: କେନ୍ଦ୍ର ସରକାର ମୁସଲିମ୍ କନଫରେନ୍ସ ଜମ୍ମୁ-କଶ୍ମୀର (ସୁମଜି ଗୋଷ୍ଠୀ) ଏବଂ ମୁସଲିମ୍ କନଫରେନ୍ସ (ଭଟ୍ଟ ଗୋଷ୍ଠୀ)କୁ ବେଆଇନ ସଂଗଠନ ଭାବେ ଘୋଷଣା କରିଛନ୍ତି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏକ ସୋସିଆଲ ମିଡିଆ ପୋଷ୍ଟରେ କହିଛନ୍ତି ଯେ ଏହି ସଂଗଠନଗୁଡ଼ିକ ଦେଶର ସାର୍ବଭୌମତ୍ୱ ଏବଂ ଅଖଣ୍ଡତା ବିରୋଧରେ କାର୍ଯ୍ୟକଳାପରେ ଲିପ୍ତ ଅଛନ୍ତି। ସେ କହିଛନ୍ତି, ନରେନ୍ଦ୍ର ମୋଦୀଙ୍କ ସରକାର ଆତଙ୍କବାଦର ମୂଳୋତ୍ପାଟନ ପାଇଁ ସଂକଳ୍ପବଦ୍ଧ ଏବଂ ବେଆଇନ କାର୍ଯ୍ୟକଳାପରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଭୟଙ୍କର ପରିଣାମ ଭୋଗିବାକୁ ପଡ଼ିବ।

ଜମାତ-ଏ-ଇସଲାମି ଉପରେ ୫ ବର୍ଷ ପାଇଁ କଟକଣା ବୃଦ୍ଧି

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories